The Ultimate Managed Hosting Platform
ADVERTISEMENT

ଆଜିର ANM ପରୀକ୍ଷା ସ୍ଥଗିତ

Facebook
Twitter
LinkedIn

ଭୁବନେଶ୍ୱର : ସ୍ଥଗିତ ହେଲା ANMର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା । ପଞ୍ଚମ ପେପର –ମିଡ ବ୍ୱାଇଫେରୀ ପରୀକ୍ଷା ସ୍ଥଗିତ । ପରବର୍ତ୍ତୀ ନିଦେ୍ର୍ଦଶନାମା ପର୍ଯ୍ୟନ୍ତ ସ୍ଥଗିତ ନିଦେ୍ର୍ଦଶ । ONMEB ପକ୍ଷରୁ ଜାରି ହେଲା ନିଦେ୍ର୍ଦଶାନାମା । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଆଜି ଅଗଜିଲାରୀ ନର୍ସ ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା । ହେଲେ ପରୀକ୍ଷା ହଲରେ ପହଞ୍ଚିବା ପରେ ଉପଜିଲ୍ଲାପାଳ ପରୀକ୍ଷା ବାତିଲ ନେଇ ଘୋଷଣା କରିଥିଲେ । ଅନ୍ୟପଟେ ଘଟଣାକୁ ନେଇ ଅସନ୍ତୋଷ ଜାହିର କରିଛନ୍ତି ଛାତ୍ରୀ । ଏଭଳି କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜିର ANM ପରୀକ୍ଷା ସ୍ଥଗିତ

ଆଜିର ANM ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର : ସ୍ଥଗିତ ହେଲା ANMର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା । ପଞ୍ଚମ ପେପର –ମିଡ ବ୍ୱାଇଫେରୀ ପରୀକ୍ଷା ସ୍ଥଗିତ । ପରବର୍ତ୍ତୀ ନିଦେ୍ର୍ଦଶନାମା ପର୍ଯ୍ୟନ୍ତ...

ADVERTISEMENT
ନିୟମ ବଦଳାଇଲା ଡିଜିସିଏ , ସ୍ୱାଭାବିକ ହୋଇପାରେ ବିମାନ ଚଳାଚଳ

ନିୟମ ବଦଳାଇଲା ଡିଜିସିଏ , ସ୍ୱାଭାବିକ ହୋଇପାରେ ବିମାନ ଚଳାଚଳ

ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ...

Login