କଟକ : ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିଦେ୍ର୍ଦଶରେ ୮ ଜଣିଆ କମିଟି ଗଠନ । ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ କମିଟି । କମିଟିରେ ସୁରେଶ ପୂଜାରୀ, ପୃଥ୍ୱୀରାଜ ହରିଚନ୍ଦନ , ସମ୍ପଦ ସ୍ୱାଇଁ ଅଛନ୍ତି । ସରୋଜ ପ୍ରଧାନ, ନିରଞ୍ଜନ ପୂଜାରୀ, ଜୟନାରାୟଣ ମିଶ୍ର ଓ ସୋଫିଆ ଫିଦେ୍ର୍ଦାସ ସଦସ୍ୟ ରହିଛନ୍ତି । ଆସନ୍ତା ୨୦ ତାରିଖରେ ମହାନଦୀ ଟ୍ରିବ୍ୟୁନାଲ ଶୁଣାଣି କରିବାକୁ ଯାଉଛନ୍ତି । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ ସମ୍ମୁଖରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ । ରାଜ୍ୟର ବୈଷୟିକ ଏବଂ ପ୍ରଶାସନିକ ସ୍ତରରେ ଚାଲୁଥିବା ପ୍ରୟାସଗୁଡ଼ିକୁ ଆବଶ୍ୟକ ନୀତିଗତ ଦିଗଦର୍ଶନ ଦେବ ।
ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







