The Ultimate Managed Hosting Platform
ADVERTISEMENT

ଆଜିଠୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ତିନି ଦେଶ ଗସ୍ତ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କର ଆଜିଠୁ ତିନି ଦେଶ ଗସ୍ତ କରୁଛନ୍ତି । ଜୋର୍ଡାନ , ଇଥିଓପିଆ ଓ ଓମାନ ଗସ୍ତରେ ବାହାରିଛନ୍ତି ମୋଦି । ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ୟ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ ଦେଶ ମଧ୍ୟରେ ଥିବା ସମସ୍ତ ସମ୍ପର୍କର ସମୀକ୍ଷା କରିବେ ଏବଂ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ପ୍ରସଙ୍ଗଗୁଡ଼ିକ ଆଲୋଚନା କରିବେ । ଭାରତ-ଜୋର୍ଡାନ କୂଟନୈତିକ ସମ୍ପର୍କର ୭୫ ବର୍ଷ ପୂର୍ତ୍ତି ଅବସରରେ ଏହି ଗସ୍ତ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login