ଦେବଗଡ : ବିଭିନ୍ନ ଦାବି ନେଇ ୧୨ ଘଣ୍ଟିଆ ଦେବଗଡ ବନ୍ଦ । ବନ୍ଦ ଡାକରା ଦେଇଛି ଯୁବ ମହିଳା ଏକତା ମଞ୍ଚ । ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପ୍ରଭାବରେ ଦୋକାନ, ବଜାର ବନ୍ଦ ରହିବା ସହ ଯାତାୟାତ ଠପ୍ ହୋଇଯାଇଛି ।
Views: 55











