The Ultimate Managed Hosting Platform
ADVERTISEMENT

ବିଜେପି ବିଧାୟକ ଦଳ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ବିଜେପି ବିଧାୟକ ଦଳ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉପସ୍ଥିତ । ସଭାପତି ମନମୋହନ ସାମଲ, ମନ୍ତ୍ରି ପରିଷଦ ସଦସ୍ୟ , ବିଧାୟକ ଉପସ୍ଥିତ । ସାଙ୍ଗଠନିକ ସ୍ଥିତି ଏବଂ ରଣନୀତି ନେଇ ଚାଲିଛି ଆଲୋଚନା । ସାଙ୍ଗଠନିକ ସ୍ଥିତି ଏବଂ ରଣନୀତି ନେଇ ବୈଠକରେ ଆଲୋଚନା ହେଉଛି । ନିକଟରେ ରାଷ୍ଟ୍ରୀୟ ସଂଗଠନ ମନ୍ତ୍ରୀ ଆସି କରିଥିଲେ ବୈଠକ । ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସଭାପତିଙ୍କ ସହ କରିଥିଲେ ରୁଦ୍ଧ ଦ୍ୱାର ଆଲୋଚନା । ଏହା ସହ ଦିନକ ତଳେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ । ତେଣୁ ଆଜି ବୈଠକରେ କଣ ଆଲୋଚନା ହେଉଛି ତାଉପରେ ନଜର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login