ଢାକା : ବାଂଲାଦେଶରେ ପୁଣି ହିଂସା ଘଟି ଅନେକ ସ୍ଥାନରେ ପୋଡ଼ାଜଳା ସହିତ ପଥରମାଡ଼ ହୋଇଛି । ବାଂଲାଦେଶରେ ଶରିଫ ଉସ୍ମାନ ହାଦିଙ୍କ ମୃତ୍ୟୁ ପରେ ହିଂସା ଉପୁଜିଛି । ଚଟଗାଓଁରେ ଭାରତୀୟ ହାଇକମିଶନ ବାହାରେ ହିଂସା ଯୋଗୁଁ ୨ ପୋଲିସ କର୍ମୀଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି । ଘଟଣାରେ ଜଣେ ସାମ୍ବାଦିକକୁ ଗୁଳି କରି ହତ୍ୟା କରାଯାଇଛି । ବାଂଲାଦେଶ ହିଂସାକୁ ନେଇ ଭାରତୀୟ ହାଇକମିଶନ ଏକ ନୋଟିସ ଜାରି କରିଛି । ବାଂଲାଦେଶରେ ରହୁଥିବା ଭାରତୀୟ ସମୁଦାୟ ସଦସ୍ୟ ଏବଂ ଭାରତୀୟ ଛାତ୍ରଙ୍କୁ ଯାତ୍ରା ନ କରିବାକୁ ଅପିଲ କରିଛି । ଗତ ୧୨ ଡିସେମ୍ବରରେ ଦାହିଙ୍କ ଉପରେ ଢାକାରେ ଗୁଳିମାଡ଼ ହୋଇଥିଲା । ହାଦିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗତକାଲିଠୁ ସାରା ବାଂଲାଦେଶରେ ହିଂସାତ୍ମକ ପ୍ରଦର୍ଶନ ଦେଖିବାକୁ ମିଳିଛି । ପ୍ରଦର୍ଶନକାରୀମାନେ ଢାକା ବିଶ୍ୱବିଦ୍ୟାଳୟ ଓ ଶାହାବାଗ୍ ଅଞ୍ଚଳରେ ହଜାର ହଜାର ସଂଖ୍ୟାରେ ଏକାଠି ହୋଇ ହଙ୍ଗାମା କରିଛନ୍ତି । ପ୍ରଦର୍ଶନକାରୀ ଭାରତୀୟ ପ୍ରତିଷ୍ଠାନକୁ ଟାର୍ଗେଟ କରିଛନ୍ତି । ଭାରତ ବିରୋଧୀ ନାରା ଦେବା ସହ ଚଟଗାଓଁରେ ଥିବା ଭାରତୀୟ ହାଇକମିଶନଙ୍କ କାର୍ୟ୍ୟାଳୟ ଉପରକୁ ଢେଲାମାଡ଼ କରିଛନ୍ତି ପ୍ରଦର୍ଶନକାରୀ ।
ରଣକ୍ଷେତ୍ର ପାଲଟିଛି ବାଂଲାଦେଶ ; ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







