The Ultimate Managed Hosting Platform
ADVERTISEMENT

ଭୁଶୁଡିଲା ପାଣି ଟାଙ୍କି , ୩ ଶ୍ରମିକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ନାଗପୁର : ମହାରାଷ୍ଟ୍ର ନାଗପୁରରେ ବୁଟିବୋରି ଏମଆଇଡିସିରେ ଅୱାଡା କମ୍ପାନୀରେ ପାଣିଟାଙ୍କି ଭୁଶୁଡିବାରୁ ଅଘଟଣ । ଏଥିରେ ୩ ଜଣ ଶ୍ରମକଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଦବିଥିବା ଆଶଙ୍କା କରାଯାଉଛି । ଅୱାଡା କମ୍ପାନୀରେ ସୋଲାର ପ୍ୟାନେଲ ନିର୍ମାଣ କାମ ଚାଲୁ ରହିଥିବା ସମୟରେ ଏହି ଅଘଟଣ ଘଟିଥିଲା । ଘଟଣାରେ ୧୧ ଶ୍ରମିକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତମାନଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଏବଂ ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ପହଞ୍ଚିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login