ବାଲେଶ୍ୱର : ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢାଉ । ସୁନ୍ଦରଗଡ ସମେତ ବାଲେଶ୍ୱର ଚୂନଭାଟି ମଣ୍ଡପରେ ରେଡ । ରବୀନ୍ଦ୍ର କୁମାର ବାରିକଙ୍କ ବାଲେଶ୍ଵରରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ରେଡ୍ । ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍ ଜୁନିଅର ଆକାଉଣ୍ଟାଣ୍ଟ ଭାବରେ ସୁନ୍ଦରଗଡ଼ରେ କାର୍ୟ୍ୟରତ ।
Views: 79











