ଭୁବନେଶ୍ୱର : ଗାଡିର ବୈଧ କାଗଜପତ୍ର କରାଇବା ପାଇଁ ମାସେ ସମୟ ଅବଧି । ଏନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସକ ଭିତରେ ସମସ୍ତ ପ୍ରକାର କାଗଜପତ୍ର କାମ ସାରିବାକୁ ନିର୍ଦ୍ଦେଶ । ଫେବୃଆରି ପହିଲା ପର୍ୟ୍ୟନ୍ତ ବଢ଼ିଲା ସମୟ , ଏନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହି ଅବଧି ମଧ୍ୟରେ ଜଉ ,ଫିଟ୍ନେସ , ଚଟଉ, ବୀମା ଆଦି କରାଇନିଅନ୍ତୁ । ପୂର୍ବରୁ ଜାନୁଆରି ୧ରୁ କଡ଼ାକଡ଼ି ଭାବେ ପେଟ୍ରୋଲ ପମ୍ପରେ ଗାଡ଼ିର ପ୍ରଦୂଷଣ ଯାଞ୍ଚ ହେବାର ନିୟମ ଥିଲା । ନିୟମ ଅନୁସାରେ ନୂଆବର୍ଷଠୁ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମିଳିବନି ପେଟ୍ରୋଲ୍ କି ଡିଜେଲ୍ । ପେଟ୍ରୋଲ ଡିଲର ସଂଘ, ତୈଳ କମ୍ପାନୀ ଅଧିକାରୀ ଓ ପରିବହନ ବିଭାଗର ଅଧିକାରୀଙ୍କ ସହ ପରିବହନ କମିସନରଙ୍କ ବୈଠକରେ ହୋଇଛି ଏହି ନିଷ୍ପତ୍ତି ହୋଇଥିଲା । ମଜାନୁଆରୀ ୧ରୁ ସଡ଼କ ସପ୍ତାହ ମାସ ଆରମ୍ଭ ହେଉଥିବା ବେଳେ, ନିୟମକୁ କଡ଼ାକଡ଼ି କରାଯିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଥିଲା । କିନ୍ତୁ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହାର ଅବଧି ବଢ଼ାଇଛନ୍ତି ସରକାର ।
ଗାଡି କାଗଜପତ୍ର ପାଇଁ ମାସେ ସମୟ; ମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











