The Ultimate Managed Hosting Platform
ADVERTISEMENT

ନାଁ ନ ନେଇ ପାଣ୍ଡିଆନଙ୍କୁ ମୁନ୍ନାଙ୍କ ଟାର୍ଗେଟ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡି ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ସାଂସଦ ମୁନ୍ନା ଖାଁ । ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ । ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ । ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନି ତାଙ୍କୁ ଚାପୁଡା ମାର । କିନ୍ତୁ ଆମ ନେତା ନବୀନ ବାବୁ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢେଇଲେ । ମୁଁ ନବୀନଙ୍କୁ କହି ସାରିଛି ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ । ଇଏ ଦୁଇ ମୁଣ୍ଡିଆ ମାନଙ୍କୁ ଆମେ ଛାଡିବୁନି , ମୁଁ କହିସାରିଛି । ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବ ନାହିଁ । କାହା ଅଣ୍ଡରରେ ରହିବା ନାହିଁ , ନବୀନଙ୍କ ଅଣ୍ଡରରେ ରହି କାମ କରିବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login