ଭୁବନେଶ୍ୱର : ଜିରୋ ନାଇଟ ସେଲିବ୍ରେସନ ପାଇଁ କମିସନରେଟ ପୋଲିସର ଜୋରଦାର ପ୍ରସ୍ତୁତି । ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା । ସୁରକ୍ଷାରେ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ ରହିବେ । ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା । ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ ।ମଦ୍ୟପ ଗାଡି ଚାଳକଙ୍କ ଉପରେ ନଜର ରହିବ । ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିଦେ୍ର୍ଦଶ । ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିଶନରେଟ ପୁଲିସ । ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟ ସାରିବାକୁ ନିଦେ୍ର୍ଦଶ ।
Views: 20











