ବ୍ୟୁରୋ : ‘କନ୍ଦମୂଳ’ ଯାହ ସ୍ୱାଦରେ ପରିପୂର୍ଣ୍ଣ ହୋଇଥାଏ ଏବଂ ଅନେକ ପ୍ରକାରର ଭିଟାମିନ୍ ମଧ୍ୟ ଯୋଗାଇଥାଏ । ଯେଉଁଥିରେ ଫାଇବର, ଭିଟାମିନ୍ ‘ଏ’, ଭିଟାମିନ୍ ‘ସି’ ଏବଂ ବି ୬ ଗୁଣ ରହିଛି । ଏହା ବ୍ୟତୀତ ପୋଟାସିୟମ ଏବଂ ମାଙ୍ଗାନିଜ୍ ଭଳି ମିନେରାଲ ମଧ୍ୟ ରହିଛି । କନ୍ଦମୂଳ ସ୍ୱାସ୍ଥ୍ୟ ପାଇଁ ବେସ୍ ଲାଭଦାୟକ ହୋଇଥାଏ । କନ୍ଦମୂଳରେ ଅନେକ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଶୀତଋତୁରେ ଆପଣ ପ୍ରତ୍ୟେକ ଦିନ ଗୋଟିଏ କନ୍ଦମୂଳ ଖାଇବା ନିହାତି ଆବଶ୍ୟକ । ଏହାକୁ ଖାଇବା ଦ୍ୱାରା ଶରୀରକୁ ଅନେକ ପ୍ରକାରର ଭିଟାମିନ୍ ଏବଂ ପୋଷକ ତତ୍ତ୍ୱ ମିଳିଥାଏ । କନ୍ଦମୂଳରେ ଆଣ୍ଟିଅକ୍ସିଡାଣ୍ଟ ଭରପୂର ହୋଇଥାଏ ଯାହା ସ୍କିନକୁ ଟାଇଟ୍ ରଖିବାରେ ସାହାଯ୍ୟ କରିଥାଏ । ଏହା ସ୍କିନକୁ ଫ୍ରି’ ରେଡିକାଲ ଦ୍ୱାରା ହେଉଥିବା କ୍ଷତିରୁ ରକ୍ଷା କରିଥାଏ । କିଛି ପୁରୁଣା ରୋଗକୁ ଠିକ୍ କରିବାରେ ଏହି ଫଳ ସାହାଯ୍ୟ କରିଥାଏ । ଆପଣ ଏହାକୁ ଅନେକ ଉପାୟରେ ଖାଇପାରିବେ, ଯେମିତିକି ସିଜାଇ ଖାଇପାରିବେ, ରୋଷେଇରେ ସାମିଲ୍ କରିପାରିବେ ଏବଂ ଏହାକୁ କେହି କେହି ପୋଡିକି ମଧ୍ୟ ଖାଇଥାନ୍ତି । ଏହା ସହ ଏହାକୁ ଖାଇଲେ ଅନେକ ରୋଗରୁ ମଧ୍ୟ ଆରୋଗ୍ୟ ହୋଇପାରିବେ । ଆପଣମାନେ ତ ଜାଣିଥିବେ ସବୁ ଫଳ ଅପେକ୍ଷା କନ୍ଦମୂଳରେ ମିଠାର ପରିମାଣ କମ୍ ଥାଏ । ଯାହାକୁ ଡାଇବେଟିସ୍ ରୋଗୀମାନେ ମଧ୍ୟ ଖାଇପାରିବେ, ଏଥିରେ କୌଣସି ଅସୁବିଧା ହୁଏ ନାହିଁ । ଏହାସହ ଏହାର ଟେଷ୍ଟ ମଧ୍ୟ ବହୁତ ଭଲ ହୋଇଥାଏ । ଯାହାକୁ ଛୋଟ ଛୁଆ ଠାରୁ ଆରମ୍ଭ କରି ବଡ ଲୋକମାନେ ମଧ୍ୟ ଖାଇଥାନ୍ତି । ଏହାକୁ ଖାଇବା ଦ୍ୱାରା ଆପଣଙ୍କ ଏନର୍ଜି ଲେବୁଲ ବଢ଼ିଥାଏ । ଓଜନ କମ କରିବାରେ ସାହାଯ୍ୟ କରିଥାଏ କନ୍ଦମୂଳ । ଆପଣ ଏହାକୁ ଡାଏଟରେ ମଧ୍ୟ ସାମିଲ୍ କରିପାରିବେ । କନ୍ଦମୂଳ ଖାଇବା ଦ୍ୱାରା ଇମ୍ୟୁନିଟି ମଜବୁତ୍ ରହିଥାଏ । ଏଥିରୁ ମିଳୁଥିବା ଭିଟାମିନ୍ ସି’ ଏବଂ ଇ’ ଆପଣଙ୍କ ତ୍ୱଚାକୁ ସୁନ୍ଦର ରଖିବାରେ ସାହାଯ୍ୟ କରିଥାଏ । ଏହା ସହ ଏଥିରେ ମିଠାର ପରିମାଣ କମ୍ ଥିବାରୁ ଓଜନ କମ୍ ହୋଇଯାଇଥାଏ ।
ତୂଚା ପାଇଁ ଲାଭଦାୟକ କନ୍ଦମୂଳ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







