The Ultimate Managed Hosting Platform
ADVERTISEMENT

ଉନ୍ନାଓ ମାମଲା ; ସୁପ୍ରିମକୋର୍ଟଙ୍କ ରହିତାଦେଶ

Facebook
Twitter
LinkedIn

ଉନ୍ନାଓ : ଉନ୍ନାଓ ଦୁଷ୍କର୍ମ ମାମଲାରେ ଦିଲ୍ଲୀ ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ । ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ଉପରେ ରହିତାଦେଶ ଦେଲେ ସୁପ୍ରିମକୋର୍ଟ । ଉନ୍ନାଓ ଦୁଷ୍କର୍ମ ମାମଲାରେ କୁଲଦୀପ ସେନଗାରଙ୍କୁ ଆଜୀବନ ସଜା ମିଳିଥିଲା । ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲା ସିବିଆଇ । ଉନ୍ନାଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ପୂର୍ବତନ ବିଜେପି ବିଧାୟକ କୁଲଦୀପ ସିଂହ ସେନଗରଙ୍କୁ ଦିଲ୍ଲୀ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ । କୋର୍ଟ ସେନଗରଙ୍କ ଆବେଦନ ଉପରେ ତାଙ୍କ ଦଣ୍ଡାଦେଶକୁ ମଧ୍ୟ ସ୍ଥଗିତ ରଖିଥିଲେ । ଟ୍ରାଏଲ୍ କୋର୍ଟ ସେନଗରଙ୍କୁ ଏହି ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୁଦ୍ଧରେ ବିରୋଧ ପ୍ରଦର୍ଶନ ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login