The Ultimate Managed Hosting Platform
ADVERTISEMENT

PUCC ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

Facebook
Twitter
LinkedIn

ଭୁବନେଶ୍ୱର : PUCC ଅବଧି ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ଲୋକଙ୍କ ଅସୁବିଧାକୁ ଦେଖି ନିଷ୍ପତ୍ତି ନେଇଥିବା କହିଲେ ପରିବହନ ମନ୍ତ୍ରୀ । ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି । ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ୱାନ କରୁଛୁ । ଯେଉଂମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ଅଗ୍ରାଧିକାର ଦେବୁ । ପୂର୍ବରୁ ଜାନୁଆରୀରୁ ଫେବ୍ରୁଆରୀକୁ ବଢାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login