The Ultimate Managed Hosting Platform
ADVERTISEMENT

ତ୍ରୁଟିଶୂନ୍ୟ ହେଲେ ହେବ ଧାଡି ଦର୍ଶନ ; ମନ୍ତ୍ରୀ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ଧାଡି ଦର୍ଶନକୁ ନେଇ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଶ୍ରୀମନ୍ଦିର ଧାଡି ଦର୍ଶନ ବ୍ୟବସ୍ଥାରେ ତ୍ରୁଟି ସାମ୍ନାକୁ ଆସିଛି । ଧାଡି ଦର୍ଶନ କାର୍ଯ୍ୟକାରୀ ସ୍ଥିତିକୁ ଗଲା ବେଳେ ସାମାନ୍ୟ ତ୍ରୁଟି ଦେଖାଦେଲା । ତ୍ରୁଟିକୁ ଖୁବଶୀଘ୍ର ସମାଧାନ କରାଯାଇ ଧାଡି ଦର୍ଶନ ଲାଗୁ କରାଯିବ । ଏଥିପାଇଁ କାମ କରୁଥିବା ଏଜେନ୍ସିମାନଙ୍କୁ କୁହାଯାଇଛି । ତ୍ରୁଟିକୁ ଟେକ୍ନୋଲୋଜି ଉପ ଯୋଗ କରି ସୁଧାରିବା ପାଇଁ ଚେଷ୍ଟା ଚାଲିଛି । ବ୍ୟବସ୍ଥା ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ହେଲେ ଧାଡି ଦର୍ଶନ ଚାଲୁ କରାଯିବ । ପ୍ରବେଶ ଓ ପ୍ରସ୍ଥାନ ପ୍ରକ୍ରିୟାକୁ ଆହୁରି ସୁଗମ ଓ ସୁରୁଖୁ କରାଯିବ । ଭିନ୍ନକ୍ଷମ ଓ ବୟସ୍କ ମାନଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ । ଏହା ସହ ପୁରୀ ବାସିନ୍ଦାଙ୍କ ଦର୍ଶନ ପାଇଁ ଦାବି ଥିଲା । ସେଥିପାଇଁ ମଧ୍ୟ ଯୋଜନା କରିବାକୁ ତର୍ଜମା ଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login