ଭୁବନେଶ୍ୱର : ଏପ୍ରିଲରୁ ଓଡିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଜନଗଣନା ନିଦେ୍ର୍ଦଶକ ନିଖିଲ ପବନ କଲ୍ୟାଣଙ୍କ ସୂଚନା । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା । ୨୦୨୭ ଫେବୃଆରୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ୟ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ୟ୍ୟାୟରେ ଘରକୁ ଘର ହେବ ଜନଗଣନା। ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ। ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିସନର। ଲୋକସେବା ଭବନରେ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ଜନଗଣନା ନିର୍ଦ୍ଦେଶକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା। ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ । ତେବେ ମିଳିଥିବା ସୂଚନା ଅନୁସାରେ, ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଏପ୍ରିଲରୁ ମେ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ। ୨୦୨୭ ମସିହା ଫେବ୍ରୁଆରିରୁ ଦ୍ଵିତୀୟ ପର୍ୟ୍ୟାୟରେ ଜନଗଣନା ହେବ।
census to begin in odisha : ଏପ୍ରିଲରୁ ଓଡିଶାରେ ଜନଗଣନା
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







