ଭୁବନେଶ୍ୱର : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତପ୍ରସ୍ତର ସ୍ଥାପନ । ପ୍ରଥମ ପର୍ଯ୍ୟାୟରେ ୧୧୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ବାଣପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବଜେଟରେ ୧୨ ହଜାର କୋଟିର ବ୍ୟୟବରାଦ କରାଯାଇଛି । ଭିତ୍ତିପ୍ରସ୍ତର ସ୍ଥାପିତ ପ୍ରତି ସ୍କୁଲ ପାଇଁ ୫ ରୁ ୭ କୋଟି ବ୍ୟୟ ହେବ । ପଞ୍ଚାୟତ ଅଫିସ ପାଖରେ ୫ ଏକର ଗ୍ରୀନ ଫିଲଡରେ ନିର୍ମାଣ ହେବ ସ୍କୁଲ । ପଞ୍ଚାୟତ ଅଫିସ ପାଖରେ ସ୍ଥାନାଭାବ ଥିଲେ ଜନସଂଖ୍ୟା ବହୁଳ ସ୍ଥାନରେ ହେବ ।
Views: 57











