ଭୁବନେଶ୍ୱର : ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୁପକ୍ଷ । ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଯିବେ ଶିକ୍ଷକ । ଏ ନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲା ସ୍କୁଲ ଓ ଗଣଶିକ୍ଷା ବିଭାଗ । କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୁପକ୍ଷ ।
Views: 54











