ଖୋର୍ଦ୍ଧା : ନିୟନ୍ତ୍ରଣରେ ଅଛି ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟ ଜଣ୍ଡିସ ସ୍ଥିତି । ଏ ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍କୁଲ ରୋଷେଇ ଘର ପାଇପ ଫାଟି ପାଣି ଦୂଷିତ ହୋଇଥିଲା । ସେହି ପାଣିରୁ ଜଣ୍ଡିସ ବ୍ୟାପିଥିଲା । ପାଣି ରିପୋର୍ଟ ଆସିବା ପରେ ଜଣାପଡିଛି ।ସ୍ୱଚ୍ଛ ପାନୀୟ ଜଳ ଯୋଗାଇବାକୁ ସମସ୍ତଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ସ୍ଥିତି ନିୟନ୍ତ୍ରଣରେ ଅଛି, ସବୁ ମ୍ୟୁନିସପାଲିଟିକୁ ସଜାଗ ରହିବାକୁ କୁହାଯାଇଛି ।
Views: 32











