The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୯ କୋଭିଡ୍ ସଂକ୍ରମିତ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ବଢୁଛି କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୦୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୭୩୪୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login