The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର ପରିସରରେ ମହିଳା ଭକ୍ତଙ୍କୁ ପୋଲିସ ର ଆକ୍ରମଣ ; ପୋଲିସ ର ଏପରି ଆଚରଣରେ ଉଠିଲା ପ୍ରଶ୍ନ |

Facebook
Twitter
LinkedIn

ବଡଦେଉଳରେ ସୀମା ଟପିଳା ପୋଲିସ | ପୁରୀ ରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଭିଡ ଲାଗି ରହିଛି | ଏହି ସମୟରେ କାର୍ତିକ ମାସ ରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ମହିଳା ଶ୍ରଦ୍ଧାଳୁଙ୍କୁ ପୋଲିସ କର୍ମଚାରୀ ଜଗମୋହନ ମାଡ ମାରି ମୁଣ୍ଡ ଫଟାଇ ଦେଇଥିବା ଅଭିଯୋଗ ହୋଇଛି | ଆହତ ମହିଳାଙ୍କୁ ପୁରୀ ସାଦର ମେଡିକାଲରେ ଭର୍ତି କରାଯାଇଛି | ତେବେ କେଉଁ କାରଣରୁ ଏହା ଘଟିଛି ଏବେ ଯାଏ ସ୍ପଷ୍ଟ ହୋଇନାହିଁ | ଖବର ପାଇଁ ପୁରୀ ଏସପି ଓ ବରିଷ୍ଠ ଅଧିକାରୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି |

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login