The Ultimate Managed Hosting Platform
ADVERTISEMENT

ନୂଆବର୍ଷ ଉପହାର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

Facebook
Twitter
LinkedIn

ଆବର୍ଷ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର । ରାଜ୍ୟ ର ସମସ୍ତ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ସରକାର । ୪ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ବୃଦ୍ଧିକୁ ମଂଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି କ୍ରମେ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ । ତେବେ ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା ।

ଏହାପୂର୍ବରୁ ଦଶହରାରେ ସମୟରେ ମଧ୍ୟ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଥିଲା । ସେ ସମୟରେ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଥିଲା । ଆଉ ଏହାକୁ ଜାନୁଆରୀ ମାସରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login