The Ultimate Managed Hosting Platform
ADVERTISEMENT

ଆହୁରି ସୁଦୃଢ ହେବ ମିଶନ ଶକ୍ତି ।

Facebook
Twitter
LinkedIn

 ଆହୁରି ସୁଦୃଢ ହେବ ମିଶନ ଶକ୍ତି । ବିନା ସୁଧରେ ୫ଲକ୍ଷ ଟଙ୍କାର ଋଣ । ରାଜ୍ୟର ପ୍ରଥମ ମହିଳା ମିଶନ ଶକ୍ତି ଭବନ ଯାଜପୁରରେ ଲୋକାର୍ପିତ ହୋଇଛି। ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ଓ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପସ୍ଥିତିରେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏସଏଚଜିଙ୍କୁ ଋଣର ସୁଧ ଫେରସ୍ତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତି କେବଳ ସ୍ଲୋଗାନ ନୁହେଁ, ବରଂ ଏହା ଜୀବନଧାରା ପାଲଟିଛି । ମୁଁ ମା’ମାନଙ୍କୁ ଉଦ୍ୟାେଗୀ ଭାବେ ଦେଖିବାକୁ ଚାହେଁ । ଓଡ଼ିଶାର ରୂପାନ୍ତରଣରେ ସେମାନଙ୍କର ଅଛି ବଡ଼ ଭୂମିକା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login