The Ultimate Managed Hosting Platform
ADVERTISEMENT

ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗତ ୨୪ ଘଣ୍ଟାରେ ୧୮୩ ନୂଆ କରୋନା ଆକ୍ରାନ୍ତ ଚି଼ହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର :- ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୮୩ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ୯୯ଜଣ ନୂତନ କରୋନା ସଂକ୍ରମିତ ଚି଼ହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪.୦୯ ପ୍ରତିଶତ ରହିଛି । ସେଥି ମଧ୍ୟରେ ୧ ରୁ ୧୮ବର୍ଷ ବୟସ୍କଙ୍କ ମଧ୍ୟରେ ୩୦ ଜଣ ଅଛନ୍ତି । ଏଥି ସହ ୨୪ ଘଣ୍ଟାରେ ମୋଟ ୫୫ହଜାର ୭୯୪ କୋଭିଡ ଟେଷ୍ଟିଂ ହୋଇଛି । ତେବେ ରାଜ୍ୟରେ ମୋଟ ଆକ୍ଟିଭ କେସ୍ ୧ ହଜାର ୮୦୪ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login