ନୂଆଦିଲ୍ଲୀ : ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି।ମାର୍ଚ୍ଚ ୨୦ ରେ ଦୁଇ ଦିନିଆ ଗସ୍ତରେ ଫୁମିଓ ଭାରତ ଆସୁଛନ୍ତି । ମାର୍ଚ୍ଚ ୨୧ରେ ସେ ଜାପାନ ଫେରିଯିବେ । ତାଙ୍କର ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । ଫୁମିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭାରତ-ଜାପାନ ଶିଖର ସମ୍ମିଳନୀରେ ସାମିଲ୍ ହେବାକୁ ଯାଉଛନ୍ତି । ଉଭୟ ନେତା ପାରସ୍ପରିକ ସ୍ୱାର୍ଥ ସହ ଜଡିତ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ବିସ୍ତୃତ ଭାବରେ ଆଲୋଚନା କରିବେ ।
ଭାରତ-ଜାପାନ କୂଟନୈତିକ ସମ୍ପର୍କ ଚଳିତ ବର୍ଷ ଏକ ନୂତନ ଶୀର୍ଷତାରେ ପହଞ୍ଚିବାକୁ ଯାଉଛି । ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କ ଭାରତ ଗସ୍ତକୁ ନେଇ ଏହି ଚର୍ଚ୍ଚା ହୋଇଛି। ମାର୍ଚ୍ଚ ୨୦ ସକାଳ ୮.୦୫ରେ ଫୁମିଓ କିଶିଦା ଭାରତ ମାଟିରେ ଅବତରଣ କରିବେ । ଏହା ପରେ ସେ ସକାଳ ୧୦.୪୫ ରେ ଦିଲ୍ଲୀରୁ ରାଜଘାଟ ଅଭିମୁଖେ ବାହାରିବେ ଏବଂ ସେଠାରେ ମାହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ଏହାର କିଛି ସମୟ ପରେ, ସକାଳ ପ୍ରାୟ ୧୧.୧୫ ସମୟରେ ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବେ । ଅପରାହ୍ନ ୧୨.୪୦ ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ସେ ନିଜେ ହାଇଦ୍ରାବାଦ ହାଉସରେ ପ୍ରେସ ସାମ୍ନାରେ ନିଜର କଥା ରଖିବେ ।
ସୋମବାରଠୁ ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







