The Ultimate Managed Hosting Platform
ADVERTISEMENT

ବିଭିନ୍ନ ସ୍ଥାନରେ କୁଆ ପଥର ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସହ ବିଭିନ୍ନ ଜିଲ୍ଲାରେ କୁଆପଥର ବର୍ଷା । ଜୟଦେବ ବିହାର ଏବଂ ଆଚାର୍ଯ୍ୟ ବିହାରରେ କୁଆ ପଥର ବର୍ଷା । ସିଆରପି ଛକ ଏବଂ ଘାଟିକିଆରେ ମଧ୍ୟ କୁଆ ପଥର ବର୍ଷା ଜାରି । ବଲାଙ୍ଗୀର , ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ।

ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ। ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login