The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସଦସ୍ୟତା ରଦ୍ଦ ପ୍ରସଙ୍ଗ, ରାହୁଲ ଗାନ୍ଧୀଙ୍କୁ ଜର୍ମାନୀର ସମର୍ଥନ

Facebook
Twitter
LinkedIn

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ ରାହୁଲଙ୍କୁ ସମର୍ଥନ କଲା ଜର୍ମାନୀ। ରାହୁଲ ଗାନ୍ଧୀଙ୍କ ମାମଲାରେ ମୌଳିକ ଗଣତାନ୍ତ୍ରିକ ମୂଲ୍ୟବୋଧ ଲାଗୁ ହେବା ଦରକାର। ଏହି ମାମଲା ଉପରେ ଜର୍ମାନୀର ନଜର ଥିବା ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର କହିଛନ୍ତି। ରାହୁଲଙ୍କ ବିରୋଧରେ ଆସିଥିବା ରାୟ ବିରୋଧରେ ଉପର କୋର୍ଟରେ ଆବେଦନ କରିବା ଦରକାର। ରାହୁଲଙ୍କ ବିବାଦୀୟ ବୟାନକୁ ବ୍ୟକ୍ତିଗତ ସ୍ବାଧିନତା ଏବଂ ଗଣତନ୍ତ୍ରର ବିଚାରଧାରା ମଧ୍ୟରେ ରଖି ଚିନ୍ତା କରିବା ଆବଶ୍ୟକ। ୨୩ ମାର୍ଚ୍ଚରେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ କରାଯାଇଥିଲା। ମୋଦି ସାଙ୍ଗିଆକୁ ନେଇ ରାହୁଲ ଦେଇଥିବା ବୟାନକୁ ନେଇ କୋର୍ଟ ତାଙ୍କ ବିରୋଧରେ ଦଣ୍ଡାଦେଶ ଦେଇଥିଲେ । କୋର୍ଟଙ୍କ ଦଣ୍ଡାଦେଶ ପରେ ଲୋକସଭା ପକ୍ଷରୁ ରାହୁଲଙ୍କ ସଦସ୍ୟତା ରଦ୍ଦ କରାଯାଇଛି। ପରେ ତାଙ୍କୁ ସରକାରୀ ବାସଭବନ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

ADVERTISEMENT
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

Login