The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ଜାପାନରୁ ରାଜ୍ୟକୁ ଆସିବ ବଡ଼ ନିବେଶ । ଆସନ୍ତାକାଲି ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଜାପାନ ଯାଉଛନ୍ତି । ଏହି ଟିମ୍ରେ ଶିଳ୍ପପତି ଅଛନ୍ତି । ଆସନ୍ତା ୫ ତାରିଖରୁ ୮ ତାରିଖ ଯାଏ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହିତ ଆଲୋଚନା ହେବ । ବିଭିନ୍ନ କ୍ଷେତ୍ରରେ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ସେମାନଙ୍କୁ ନିମନ୍ତ୍ରଣ କରିବେ। ବିଶେଷ କରି ଇସ୍ପାତ, ଫୁଡ୍ ପ୍ରୋସେସିଂ, ପ୍ଲାଷ୍ଟିକ, ପେଟ୍ରୋ କେମିକାଲ୍ସ, ଟେକ୍ସଟାଇଲ୍, କେମିକାଲ୍ ଓ ପର୍ୟ୍ୟଟନ ଆଦି କ୍ଷେତ୍ରରେ ନିବେଶର ବିପୁଳ ସମ୍ଭାବନା ରହିଛି । ମେକ ଇନ୍ ଓଡ଼ିଶା ଭଳି ରୋଡ଼ ସୋ କରାଯିବ । ଓଡ଼ିଶାରେ ଶିଳ୍ପର ବାତାବରଣ ବାବଦରେ ସେମାନଙ୍କୁ ଅବଗତ କରାଯିବ । ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା କରିବେ । ଏହା ପୂର୍ବରୁ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇ ସେଠାରେ ଇନଭେଷ୍ଟର୍ସଙ୍କୁ ଭେଟିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login