The Ultimate Managed Hosting Platform
ADVERTISEMENT

ଡାଲି କିଲୋ ପିଛା ୧୫୦ ଟଙ୍କା ଟପିବା ଆଶଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ବଢୁଛି ଡାଲି ଦର । ଦିନକୁ ଦିନ ବଢିବାରେ ଲାଗିଛି ଡାଲି ଦର । ହରଡ ଡାଲି ଦର କେଜି ପିଛା ୧୫୦ ଟଙ୍କା ଟପିବ । ଭାରତରେ ଉତ୍ପାଦନ ହେଉଥିବା ମହାରାଷ୍ଟ୍ର , ଛତିଶଗଡ , କର୍ଣ୍ଣାଟକରେ ହରଡ ଏବଂ ବୁଟ ଫସଲ ପ୍ରଭାବିତ ହେବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ଅଦିନିଆ ବର୍ଷା ଏବଂ ପୋକ ଲାଗି ଯାଇଥିବାରୁ ଫସଲ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ଡାଲି ବ୍ୟବସାୟୀ ଏବେ ମିଆଁମାର ବାଂଲାଦେଶ ଏବଂ ଦକ୍ଷିଣ ଆଫ୍ରିକା ଉପରେ ନିର୍ଭର କରୁଛନ୍ତି । ଏବେ ହରଡ ଡାଲି କିଲୋ ୧୧୧-୧୨୦ ଟଙ୍କା ଅଛି । ତେବେ ଏହା ୧୫୦ ଟଙ୍କା ଛୁଇଁବ ବୋଲି ବ୍ୟବସାୟୀ ମାନେ ଆଶଙ୍କା କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login