The Ultimate Managed Hosting Platform
ADVERTISEMENT

ହିମସ୍ଖଳନ : ୭ ପର୍ଯ୍ୟଟକ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ସିକିମ୍ ହିମସ୍ଖଳନ ଘଟି ୭ ପର୍ଯ୍ୟଟକଙ୍କ ଶୋଚନୀୟ ମୃତ୍ୟୁ । ଗାଙ୍ଗଟକରୁ ନାଥୁଲାକୁ ସଂଯୋଗ କରୁଥିବା ରାସ୍ତାରେ ହିସ୍ଖଳନ । ହିମସ୍ଖଳନ ଯୋଗୁଁ ୮୦ ରୁ ଅଧିକ ପର୍ଯ୍ୟଟକ ଫଶି ରହିଥିବା ସୂଚନା । ସେନା ଓ ସ୍ଥାନୀୟ ପ୍ରଶାସନ ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି । ଉଦ୍ଧାର ହୋଇଥିବା ଲୋକଙ୍କ ମଧ୍ୟରୁ ୩୦ଜଣଙ୍କ ଅବସ୍ଥା ସଂକଟାପର୍ଣ୍ଣ ରହିଛି । ସେମାନଙ୍କୁ ତୁରନ୍ତ ମେଡିକାଲକୁ ପଠାଯାଇଛି ।ମୃତକଙ୍କ ମଧ୍ୟରେ ୪ ପୁରୁଷ ଥିବାବେଳେ ଜଣେ ମହିଳା ଏବଂ ଜଣେ ଶିଶୁ ଅଛନ୍ତି। ଝଡ଼ ପରେ ଆହତମାନଙ୍କୁ ନିକଟସ୍ଥ ଆର୍ମି ହସ୍ପିଟାଲ ନିଆଯାଇଥିଲା, ହେଲେ ସେଠାରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା। ସୂଚନା ଅନୁସାରେ, ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ଟା ୨୦ ମିନିଟରେ ଗ୍ୟାଙ୍ଗଟୋକ୍‌ରୁ ସୋମଗୋ ହ୍ରଦ ଏବଂ ନାଥୁଲା ବର୍ଡରୁ ଯୋଡ଼ୁଥିବା ଜବାହାରଲାଲ୍‌ ନେହରୁ ମାର୍ଗରେ ଏହି ହିମସ୍ଖଳନ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login