ଭୁବନେଶ୍ୱର : ଆଗାମୀ ୩ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । କେନ୍ଦୁଝର , ବାଲେଶ୍ୱର, ଭଦ୍ରକ , ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା । ଅନୁଗୁଳ , ଢେଙ୍କାନାଳ , କଟକ, ଖୋର୍ଦ୍ଧା , ଗଞ୍ଜାମ , ,ସୋନପୁର , ବଲାଙ୍ଗୀର , ବୈାଦ୍ଧ ଓ ନୟାଗଡରେ ବର୍ଷା ସମ୍ଭାବନା ।
Views: 128

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...