The Ultimate Managed Hosting Platform
ADVERTISEMENT

ବଢୁଛି କରୋନା ସଂକ୍ରମଣ, ରାଜ୍ୟରେ ୯୨ ପଜିଟିଭ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଦିନକରେ ୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୩୫୯କୁ ବୃଦ୍ଧି । ସେପଟେ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଅନ୍ୟପଟେ ଦେଶରେ ଦୈନିକ ସଂକ୍ରମଣ ୫ ହଜାର ଟପିଛି । ଦେଶରେ ଦିନକରେ ୫ ହଜାର ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ଅପେକ୍ଷା ୨୦ ପ୍ରତିଶତ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନାରେ ଏବେ ସୁଦ୍ଧା ୨୫ ହଜାର ୫୮୭ ଚିକିତ୍ସାଧୀନ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login