The Ultimate Managed Hosting Platform
ADVERTISEMENT

୩ ଓଡିଆଙ୍କୁ ପଦ୍ମ ପୁରସ୍କାର

Facebook
Twitter
LinkedIn

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ପ୍ରଦାନ କରାଗଲା ୨୦୨୩ର ଦ୍ଵିତୀୟ ପର୍ୟ୍ୟାୟ ପଦ୍ମ ପୁରସ୍କାର। ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା। କଣ୍ଢେଇ ନୃତ୍ୟୁ ପାଇଁ ପରିଚିତ ମାଗୁଣି ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପୂର୍ବରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରି ସାରିଥିଲେ। ଆଜି ଅନ୍ୟ ତିନି ଜଣ ପଦ୍ମଶ୍ରୀ ପୁରସ୍କାର ରାଷ୍ଟ୍ରପତିଙ୍କଠାରୁ ଗ୍ରହଣ କରିଛନ୍ତି। ସାହିତ୍ୟ ଓ ଶିକ୍ଷା ପାଇଁ ଢେଙ୍କାନାଳର ଅନ୍ତର୍ୟ୍ୟାମୀ ମିଶ୍ରଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ। ଓଡ଼ିଆ ସାହିତ୍ୟ, ସଂସ୍କୃତି, ଇତିହାସ, ଭାଷାତତ୍ତ୍ବ ଓ ବ୍ୟାକରଣ ଆଦି କ୍ଷେତ୍ରରେ ଅଧ୍ୟୟନ, ଗବେଷଣା, ପ୍ରବନ୍ଧ ଲିଖନ, ପୁସ୍ତକ ପ୍ରକାଶନ ଆଦିରେ ତାଙ୍କର ବଳିଷ୍ଠ ଯୋଗଦାନ ରହିଛି। ତାଙ୍କର ୩୦ ଖଣ୍ଡରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT

Login