The Ultimate Managed Hosting Platform
ADVERTISEMENT

ଡିଜେ ସାଉଣ୍ଡରୁ ଗଲା ଜୀବନ

Facebook
Twitter
LinkedIn

ସାଲେପୁର : ପୁଣି ଡିଜେ ସାଉଣ୍ଡରେ ଗଲା ଏକ ନିରୀହ ବାଳକର ଜୀବନ। ମାହାଙ୍ଗା ଥାନା ଅଧୀନ ବରାହିପୁର ଠାରେ ହେଉଥିବା ବିଦେଇବାବାଙ୍କର ଚଇତି ମେଲଣରେ ବାଜୁଥିଲା ଡିଜେ ମିଶା ଗୀତ। ଗୀତର ତାଳେ ତାଳେ ଝୁମୁ ଥିଲେ ଯୁବ ପିଢ଼ି। ହେଲେ ନାଚୁ ନାଚୁ ଟଳି ପଡିଲେ ବରାହିପୁର ଗ୍ରାମର ନରହରି ସେଠୀଙ୍କ ୨୧ ବର୍ଷୀୟ ପୁତ୍ର ରାଜେନ୍ଦ୍ର ସେଠୀ। ରାଜେନ୍ଦ୍ରଙ୍କୁ ମାହାଙ୍ଗା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରା ଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login