The Ultimate Managed Hosting Platform
ADVERTISEMENT

ଯୁବକଙ୍କୁ ଛୁରୀ ଭୁସିଲେ , ହାଣିଲେ

Facebook
Twitter
LinkedIn

ଖଲ୍ଲିକୋଟ : କୁମାର ସିଂ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ସାଙ୍ଗ ସହ ବାଇକରେ ଫେରୁଥିବା ବେଳେ ମରଣାନ୍ତକ ଆକ୍ରମଣ । ପୂର୍ବ ଶତ୍ରୁତାରୁ ଛୁରୀ ଭୁସିବା ସହ ଖଣ୍ଡାରେ ହାଣିଲେ ୫ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ଯୁବକ ବହ୍ମପୁର ସ୍ଥାନାନ୍ତର ହୋଇଥିବା ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login