ଭୁବନେଶ୍ୱର : ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା । ଆଗାମୀ ୨-୩ ଦିନରେ ୨-୩ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା । ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବରେ ତାପମାତ୍ରା ବଢିବ । ତାପମାତ୍ରା ବୃଦ୍ଧି ନେଇ ଭୁବନେଶ୍ୱର ପାଣିପାଗ ବିଭାଗର ସୂଚନା । ତେବେ ତାପମାତ୍ରା ବଢୁଥିବାରୁ ପ୍ରବଳ ଗରମ ଅନୁଭୂତ ହେଉଛି ।
Views: 74