The Ultimate Managed Hosting Platform
ADVERTISEMENT

ବଢୁଛି କରୋନା ସଂକ୍ରମଣ , ୨୪ ଘଣ୍ଟାରେ ରାଜ୍ୟରେ ୧୪୧ ପଜିଟିଭ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଫେରିଲା କରୋନା । ରାଜ୍ୟରେ ବଢିବାର ଲାଗିଲାଣି କରୋନା ସଂକ୍ରମଣ । ଦିନକୁ ଦିନ ସଂକ୍ରମଣର ସଂଖ୍ୟା ବଢିବାରେ ଲାଗିଛି । ଇତି ମଧ୍ୟରେ ଆଜି ୧୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୭୩୧ କୁ ବୃଦ୍ଧି ପାଇଛି। ସେପଟେ ଆଜିଠୁ ରାଜ୍ୟରେ ଦୁଇ ଦିନିଆ ମକଡ୍ରିଲ୍ ଆରମ୍ଭ ହୋଇଛି । ଲୋକଙ୍କୁ ଅପିଲ୍ ଲକ୍ଷଣ ଦେଖିଲେ ତୁରନ୍ତ ଚିକିତ୍ସା କରାଇ ନିଅନ୍ତୁ । ଅବେହେଳା ନ କରି ଡାକ୍ତରଙ୍କ ପରାମର୍ଶ ନେଇ ହୋମ୍ ଆଇସୋଲେସନରେ ରହିବା ସହ ଲକ୍ଷଣ ଥିବା ଲୋକଙ୍କଠାରୁ ଦୂରେଇ ରୁହନ୍ତୁ ବୋଲି ଜନସ୍ବାସ୍ଥ୍ୟା ନିର୍ଦ୍ଦେଶକ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login