The Ultimate Managed Hosting Platform
ADVERTISEMENT

କାଲିଠାରୁ ତାତି କମିବ !

Facebook
Twitter
LinkedIn

ଭୁବନେଶ୍ୱର : କାଲିଠାରୁ ରାଜ୍ୟରେ ତାପମାତ୍ରା ସାମାନ୍ୟ ପରିବର୍ତ୍ତନ ହେବ । ଆସନ୍ତା ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୭ରେ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା । ୧୮ରେ ପୂରା ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login