The Ultimate Managed Hosting Platform
ADVERTISEMENT

ଝାରସୁଗୁଡା ଉପନିର୍ବାଚନ : ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

Facebook
Twitter
LinkedIn

ଝାରସୁଗୁଡା : ନାମାଙ୍କନ ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ତରୁଣ ହେଉଛନ୍ତି ୩ ଥରର ଝାରସୁଗୁଡ଼ା ବିଧାୟକ ସ୍ବର୍ଗତ ବୀରେନ୍ ପାଣ୍ଡେଙ୍କ ପୁଅ। ଆଜି ସେ ନିଜର ସମର୍ଥକ ଓ ବରିଷ୍ଠ ନେତାଙ୍କ ସହ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ ନିକଟରେ ନିଜର ନାମାଙ୍କନ ଭରିଛନ୍ତି। ଏହି ପ୍ରାର୍ଥୀପତ୍ର ଦାଖଲ ସମୟରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟିର ୫ ଜଣିଆ ଟିମ୍ ଝାରସୁଗୁଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥିତ୍ବ ନେଇ କର୍ମୀ ଓ ନେତାଙ୍କ ସହ ବିଚାରବିମର୍ଶ କରିଥିଲେ।ଟିମ୍ ୬ ଜଣିଆ ତାଲିକା ପ୍ରସ୍ତୁତ କରି ଦଳର ରାଜ୍ୟ କମିଟିକୁ ହସ୍ତାନ୍ତର କରିଥିଲା। ତେବେ ଏଆଇସିସି ତରୁଣଙ୍କ ନାମ ଉପରେ ମୋହର ଲଗାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login