The Ultimate Managed Hosting Platform
ADVERTISEMENT

ମହାରାଷ୍ଟ୍ର ଭୂଷଣ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ବଡ ଅଘଟଣ , ଅଂଶୁଘାତରେ ୧୩ ମୃତ

Facebook
Twitter
LinkedIn

ମୁମ୍ବାଇ : ମହାରାଷ୍ଟ୍ର ନଭି ମୁମ୍ବାଇ ଖାରଘରରେ ବଡ଼ ଅଘଟଣ । ଅଂଶୁଘାତରେ ୧୩ ଜଣଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ର ଭୂଷଣ ପୁରସ୍କାର ପ୍ରଦାନ କାର୍ୟ୍ୟକ୍ରମରେ ଲକ୍ଷାଧିକ ଲୋକ ଯୋଗ ଦେଇଥିଲେ । ପ୍ରବଳ ଖରା ଯୋଗୁଁ ପ୍ରାୟ ୬ ଶହରୁ ଅଧିକ ଲୋକ ଅଂଶୁଘାତର ଶିକାର ହୋଇଥିଲେ । ସେମାନଙ୍କ ମଧ୍ୟରୁ ୧୦୦ରୁ ଅଧିକ ଲୋକଙ୍କୁ ମେଡିକାଲ ପଠାଯାଇଥିଲା । ଅସୁସ୍ଥଙ୍କୁ ମେଡିକାଲରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଭେଟିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି । କାର୍ୟ୍ୟକ୍ରମ ପରିଚାଳନାରେ ତ୍ରୁଟି ଯୋଗୁଁ ଏଭଳି ବଡ଼ ଅଘଟଣ ଘଟିଥିବା କୁହାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login