The Ultimate Managed Hosting Platform
ADVERTISEMENT

ବିଜେପି ନେତାଙ୍କ ଘରେ ପଶିଲେ ଦୁର୍ବୃତ୍ତ; ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ସହ ୩୦ଭରି ସୁନା ଲୁଟ

Facebook
Twitter
LinkedIn

ଭୁବନେଶ୍ୱର: ବିଜେବି ନେତାଙ୍କ ଘରୁ ନଗଦ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ସମେତ ୩୦ ଭରି ସୁନା ଓ ଦୁଇଟି ଫୋନ୍ ଲୁଟିନେଲେ ଦୁର୍ବୃତ୍ତ । ଘଟଣାଟି ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଭୋଟପଡ଼ା ଠାରେ ଘଟିଥାବା ଜଣା ପଡ଼ିଛି । ତେବେ ୫ଜଣ ଦୁର୍ବୃତ୍ତ ଏକା ସାଙ୍ଗରେ ଘର ଭିତରକୁ ପଶି ମାଡ଼ ବାରିବା ସହିତ ଲୁଟ କରିଥିବା ଅଭିଯୋଗ ହୋଇଛି ।

ଏନେଇ ରାଜନୈତିକ ଅତୃତାକୁ ନେଇ କେହି ଏପରି କରିଥିବା ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି । ଏଥି ସହ ଦୁର୍ବୃମାନେ ମାରଣାସ୍ତ୍ରରେ ଅକ୍ରମଣ କରିବା ସହିତ ଅସଭ୍ୟ ଭାଷାରେ ଗାଳି ମଧ୍ୟ କରିଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତଙ୍କ ଅକ୍ରମଣରେ ପରିବାରର ଜଣେ ମହିଳାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା ଜଣା ପଡ଼ିଛି । ୍େ‌ତବେ ଅଭିଯୋଗ ପରେ ଫୋରେନସିକ୍ ଟିମ୍ ସହ ମଞ୍ଚେଶ୍ୱର ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ତନାଘନା କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login