The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପଞ୍ଚାୟତ ନିର୍ବାଚନ; ଜାରି ହେଲା ପ୍ରାର୍ଥୀଙ୍କ ପାଇଁ ଚିହ୍ନ

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରାର୍ଥୀମାନଙ୍କ ପାଇଁ ଚିହ୍ନ ସଂରକ୍ଷଣ ସରିଛି । ଏଥି ସହ ରାଜ୍ୟର ସମସ୍ତ ଜିଲ୍ଲାକୁ ବାଲଟ ବକ୍ସ ପଠାଯାଇଛି । ଅନ୍ୟ ରାଜ୍ୟରୁ ବାଲଟ ପେପର ଆସିଥିବା ଜଣାପଡ଼ିଛି । ସରକାରୀ ପ୍ରେସରେ ବାଲଟ ପେପର ପ୍ରିଣ୍ଟଂ ମଧ୍ୟ ଶେଷ ହୋଇଥିବା ଜଣା ପଡ଼ିଛି ।

ଏହା ସହିତ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଶଦ ଓ ୱାର୍ଡ ମେମ୍ବର ସଭ୍ୟଙ୍କ ପାଇଁ ମଧ୍ୟ ଚିହ୍ନ ଜାରି ହୋଇଛି । ତେବେ ଓଡ଼ିଆ ନାମ ଅନୁସାରେ ପ୍ରାର୍ଥୀଙ୍କୁ ଚିହ୍ନ ଆଲଟ କରାଯିବାକୁ ନିଷ୍ପତ୍ତି ହୋଇଛି । ବର୍ତ୍ତମାନର କରୋନା ସଂକ୍ରମଣକୁ ନଜରରେ ରଖି ନିର୍ବାଚନ ପ୍ରଚାର ଓ ଭୋଟିଂ ବେଳେ ଗାଇଡ୍‌ଲାଇନ୍ ଜାରି କରାଯିବ ବୋଲି ମଧ୍ୟ କହିଛନ୍ତି ନିର୍ବାଚନ ଆୟୋଗ । ଏଥିରେ ସରପଞ୍ଚ ପାଇଁ ୩୨, ସମିତି ସଭ୍ୟ ପାଇର୍୧୯ ଓ ୱାର୍ଡ଼ ମେମ୍ବର ପାଇଁ ୧୫ଟି ଚିହ୍ନ ରହିଛି । ସେହିପରି ସ୍ୱାଧୀନ ଜିଲ୍ଲା ପରିଷଦ ପ୍ରାର୍ଥୀ ପାଇଁ ୧୯ଟି ଚିହ୍ନ ରହିଛି । କେବଳ ସ୍ୱୀକୃତି ପ୍ରାପ୍ତ ଦଳ ସେମାନଙ୍କ ଦଳୀୟ ଚିହ୍ନରେ ଜିଲ୍ଲା ପରିଷଦ ନିର୍ବାଚନ ଲଢ଼ିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login