The Ultimate Managed Hosting Platform
ADVERTISEMENT

ପରୀକ୍ଷା ଦେବାବେଳେ ଛାତ୍ରଙ୍କ ଉପରେ ଖସିପଡ଼ିଲା ଫ୍ୟାନ୍

Facebook
Twitter
LinkedIn

ଆଠଗଡ଼ : ମହାବିଦ୍ୟାଳୟରେ ଫ୍ୟାନ ଖସି ୨ ଛାତ୍ର ଗୁରୁତର । ପରୀକ୍ଷା ଦେବାବେଳେ ଛାତ୍ରଙ୍କ ଉପରେ ଖସିପଡ଼ିଲା ଫ୍ୟାନ୍। ଆଠଗଡ଼ ଗୋପବନ୍ଧୁ ବିଜ୍ଞାନ ମହାବିଦ୍ୟାଳୟରେ ଘଟିଛି ଏଭଳି ଅଘଟଣ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟ ଛାତ୍ର ଯୁକ୍ତ ଦୁଇରେ ପଢୁଛନ୍ତି। ଜଣେ ଛାତ୍ରଙ୍କର ବେକରେ ଆଘାତ ଲାଗିଥିବା ବେଳେ ଅନ୍ୟ ଜଣଙ୍କର କାନ୍ଧରେ ଆଘାତ ଲାଗିଛି। ଆଜି ସକାଳେ ୨ଜଣ ଛାତ୍ର କଲେଜରେ ପରୀକ୍ଷା ଦେଉଥିବା ସମୟରେ ହଠାତ୍ ଫ୍ୟାନଟି ତାଙ୍କୁ ଉପରେ ଛିଡିକି ପଡ଼ିଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login