The Ultimate Managed Hosting Platform
ADVERTISEMENT

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ଜେଲ

Facebook
Twitter
LinkedIn

ବାଙ୍ଗିରିପୋଷି : ବାଙ୍ଗିରିପୋଷି ନାବାଳିକା ଦୁଷ୍କର୍ମ ମାମଲା ରାୟ ଶୁଣାଣି। ୨୦୧୮ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ। ଅଭିଯୁକ୍ତ କାହ୍ନୁ ସିଂ କୁ ୧୦ ବର୍ଷ ଜେଲ ଓ ୫ ହଜାର ଟଙ୍କା ଜରିମାନା ଶୁଣାଣି ହୋଇଛି। ଏଥିସହିତ ଅନାଦେୟ ଅଧିକ ୧ ମାସ କାରା ଦଣ୍ଡାଦେଶ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସୁମିତା ଜେନା। ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗୋଷାଣିପାଳ ଗ୍ରାମର କାହ୍ନୁ ସିଂ କୁ ଦଣ୍ଡାଦେଶ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login