The Ultimate Managed Hosting Platform
ADVERTISEMENT

ସମ୍ବଲପୁରରୁ ହଟିଲା କର୍ଫ୍ୟୁ

Facebook
Twitter
LinkedIn

ସମ୍ବଲପୁର : ସମ୍ବଲପୁରର ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ । ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅଇଁଠାପାଲି, କ୍ଷେତରାଜପୁର, ବରେଇପାଲି ଓ ସଦର ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଛି । କର୍ଫ୍ୟୁ ହଟିବା ନେଇ ଏସପି ସୂଚନା ଦେଇଛନ୍ତି । ହିଂସା ପରେ ପ୍ରଶାସନ କର୍ଫ୍ୟୁ ଲାଗୁ କରିଥିଲା ।

କାଲି ବିଶ୍ୱ ରେକର୍ଡ କରିବ ‘ମନ୍ କି ବାତ’
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login