The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଆପଣଙ୍କ ରାଶିରେ (ତା.୩୦-୦୪-୨୦୨୩ ରିଖ ରବିବାର)

Facebook
Twitter
LinkedIn

ମେଷ: ପରିବହନରେ ସମସ୍ୟା ଅଶାନ୍ତିର କାରଣ ହେବ । କିନ୍ତୁ ଦ୍ୱିଜା ନକ୍ଷତ୍ରର ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି ରହିବେ । ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି ।

ବୃଷ: ଆକସ୍ମିକ ଆବଶ୍ୟତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇ ଦେବ । ରୋହିଣୀ ନକ୍ଷତ୍ର ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ ।

ମିଥୁନ:ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି । ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

କର୍କଟ: ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ । ପୁଷ୍ୟା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।

ସି˚ହ:ଏକା ସାଙ୍ଗରେ ଅନେକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ ।

କନ୍ୟା: ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି । ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଛା ମନରେ ଭୟ ସୃଷ୍ଟି କରିପାରେ । ହସ୍ତା ନକ୍ଷତ୍ର ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି ।

ତୁଳା: ସମସ୍ୟାର ସମ୍ମୁଖୀନ ହେବା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ଚିତ୍ରା ନକ୍ଷତ୍ରର ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହେବ । ଘରକୁ ଫେରିବା ବାଟରୁ ମୂଲ୍ୟବାନ୍ ଦ୍ରବ୍ୟ ଆଣିପାରନ୍ତି ।

ବିଛା: ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ ।

ଧନୁ: ମୂଳା ନକ୍ଷତ୍ରର ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଯାତ୍ରା, ପରିବହନ, ଆମଦାନୀ କ୍ଷେତ୍ରରେ ବେଶ୍ ଖୁସି ରହିବେ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ ।

ମକର: ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟାମୂଳକ ଅସୁବିଧାରୁ ମୁକୁଳି ଯାଇ ପାରନ୍ତି। ଧନିଷ୍ଠା ନକ୍ଷତ୍ରର କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ୍ ହେବେ ।

କୁମ୍ଭ: ଅପରାହ୍ନରେ ପରିବାରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । ପୂର୍ବଭାଦ୍ରବ ନକ୍ଷତ୍ରର ବାଣିଜ୍ୟ ଓ ପରିବହନ, ନିର୍ମାଣ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବ ନାହିଁ ।

ମୀନ: ବିଶ୍ୱାସଘାତ କରିପାରନ୍ତି । ରେବତୀ ନକ୍ଷତ୍ର ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ ।
ପ୍ଲଟିଂ କାରବାର, ଜମିଜମା, ଦୂରଯାତ୍ରା, ଆନୁଷ୍ଠାନିକ କାମ ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login