କଟକ : କଟକରେ ଗୁଣିଗାରେଡି ଓ ତନ୍ତ୍ର ସାଧନା ନାଁରେ ଠକେଇ ଘଟଣା । ପ୍ରେସମିଟରେ ସୂଚନା ଦେଲେ କଟକ ଡିସିପି ପିନାକ ମିଶ୍ର । ତାନ୍ତ୍ରିକ କୈଫିକ ନାଁରେ ଆଉ ଏକ ମାମଲା ରୁଜୁ ହୋଇଛି । ବହୁ ଲୋକ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଛୁ । ଯେଉଁମାନେ ଠକେଇର ଶିକାର ହୋଇଛନ୍ତି ପୋଲିସକୁ ଜଣାନ୍ତୁ । ବାହାର ଜିଲ୍ଲାରେ ମଧ୍ୟ ଠକେଇ କରିବାର ସୂଚନା ମିଳିଛି । କେତେ ଲୋକଙ୍କୁ ଠକିଛି ଓ କେତେ ପରିମାଣ ପାଇଛି ତଦନ୍ତ ଚାଲିଛି । କୈଫିକର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରାଯାଇଛି , ରିମାଣ୍ଡରେ ଅଣାଯିବ ।
Views: 66