The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପଛୁଆ ବର୍ଗ ସର୍ଭେକୁ ନେଇ ବିଜେପିର ଅଭିଯୋଗ ଉପରେ ମନ୍ତ୍ରୀଙ୍କ ଜବାବ

Facebook
Twitter
LinkedIn

ଭୁବନେଶ୍ୱର : ପଛୁଆବର୍ଗ ସର୍ଭେକୁ ନେଇ ବିଜେପି ଅଭିଯୋଗ ଉପରେ ମନ୍ତ୍ରୀଙ୍କ ଜବାବ । ଜବାବ ରଖିଲେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା । ଆଜିଠୁ ଆରମ୍ଭ ହୋଇଥିବା ସର୍ଭେ ଆସନ୍ତା ୨୭ ତାରିଖ ଯାଏଁ ଚାଲିବ । ପଛୁଆ ବର୍ଗଙ୍କ ସାମାଜିକ ଶିକ୍ଷାଗତ ସ୍ଥିତି ଜାଣିବାକୁ ଏହି ସର୍ଭେ ହେଉଛି । ଅଙ୍ଗନବାଡି କେନ୍ଦ୍ର ଓ ଅନ୍ୟ ସର୍ଭେ ସେଣ୍ଟରରେ ତଥ୍ୟ ଦାଖଲ କରନ୍ତୁ । କିଏ କଣ ଅଭିଯୋଗ କଲେ ସେଥିରେ କିଛି ନାହିଁ ।
ସେପଟେ ପଛୁଆ ବର୍ଗ ସର୍ଭେ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ବିଜେପି ଓବିସି ମୋର୍ଚ୍ଚାର ସଭାପତି ସୁରଥ ବିଶ୍ୱାଳଙ୍କ ଟାର୍ଗେଟ । ରାଜ୍ୟ ସରକାରଙ୍କ ପଛୁଆ ବର୍ଗ ସର୍ଭେ ପ୍ରହସନ ଓ ପ୍ରବଞ୍ଚନା । ୫୪ ପ୍ରତିଶତ ଲୋକଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରିଛନ୍ତି ସରକାର । ପଛୁଆ ବର୍ଗଙ୍କ ଆକ୍ରୋଶରୁ ଦୃଷ୍ଟି ହଟାଇବା ପାଇଁ ସରକାରଙ୍କ ସର୍ଭେ । ପଛୁଆ ବର୍ଗ ତାଲିକାରେ ଅନେକ ଜାତିର ନାଁ ନାହିଁ । ଓବିସି ତାଲିକାରେ ଯେଉଁମାନେ ରହିଲେ ଏସଇବିସିରେ ରହିବା କଥା । ୨୨ଟି ଜାତିକୁ ଓବିସି ତାଲିକାରୁ ଆଣି ଏସଇବିସିରେ ଯୋଡିବା ତଥ୍ୟ ମିଛ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login