The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗତ ୨୪ ଘଣ୍ଟାରେ ରାଜ୍ୟରେ ବଢିଲା ସଂକ୍ରମଣ, ଦିନକରେ ୨୯୮ ଜଣ ପଜେଟିଭ୍ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଦିନକରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୮କୁ ବୃଦ୍ଧି ପାଇଛି ।
ତେବେ ସଂକ୍ରମିତ ମାନଙ୍କ ମଧ୍ୟରୁ ୧୭୬ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୧୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୩ ଜଣ ଶିଶୁ ଓ କିଶୋର କରୋନା ପଜେଟିଭ୍ ଚିତ୍ତଟ ହୋଇଛନ୍ତି ।ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୫ ହଜାର ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୮୦୩ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୮୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login