The Ultimate Managed Hosting Platform
ADVERTISEMENT

ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା

Facebook
Twitter
LinkedIn

କାମାକ୍ଷାନଗର: ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ହତ୍ୟା । ଘରକୁ ଫେରିବା ବେଳେ ସଂଘବଦ୍ଧ ଆକ୍ରମଣ । ହାଣି ପକାଇଲେ ଦୁର୍ବୃତ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କୁ ନିର୍ମମ ଭାବରେ ହାତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାଁ ସର୍ବେଶ୍ଵର ରାଉତ । ଗତକାଲି ବିଳମ୍ବିତ ରାତିରେ କାଜୁ ବଗିଚାରୁ ଘରକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ଦାମନଳିଆ ଜୋର ନିକଟରେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ସର୍ବେଶ୍ୱରଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ପୂର୍ବ ଶତୃତାକୁ ନେଇ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ୫ ଜଣଙଅକୁ କାମାକ୍ଷାନଗର ଥାନା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login